ବ୍ରହ୍ମପୁର, (Star Odisha): ବୁଧବାର ଆନ୍ଧ୍ରପ୍ରଦେଶର ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ୱଭୂଷଣ ହରିଚନ୍ଦନ ଦିନିକିଆ ଗଂଜାମ ଗ୍ରସ୍ତରେ ଆସି ସ୍ଥାନୀୟ ଟାଉନ ହଲ ବ୍ରହ୍ମପୁର ଠାରେ ଏକ ସମ୍ୱର୍ଦ୍ଧନା ଉତ୍ସବରେ ଯୋଗ ଦେଇଥିଲେ lଦକ୍ଷିଣ ଓଡିଶା ସାହିତ୍ୟ ସମାଜ ପକ୍ଷରୁ ଆୟୋଜିତ ଏହି ସମ୍ୱର୍ଦ୍ଧନା ସଭାରେ ଭାରତୀୟ ଜନତା ଯୁବମୋର୍ଚ୍ଚାର କର୍ମକର୍ତ୍ତା ମାନେ ସ୍ଥାନୀୟ ହେଲିପେଡରୁ ଟାଉନହଲ ପର୍ଯ୍ୟନ୍ତ ରାଜ୍ୟପାଳଙ୍କୁ ପାଛୋଟି ନେଇଥିଲେ lପରେ ଏକ ବିରାଟ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେlଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କ ଦିନିକିଆ ଗଞ୍ଜାମ ଗ୍ରସ୍ତ
ବ୍ରହ୍ମପୁର, (Star Odisha): ବୁଧବାର ଆନ୍ଧ୍ରପ୍ରଦେଶର ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ୱଭୂଷଣ ହରିଚନ୍ଦନ ଦିନିକିଆ ଗଂଜାମ ଗ୍ରସ୍ତରେ ଆସି ସ୍ଥାନୀୟ ଟାଉନ ହଲ ବ୍ରହ୍ମପୁର ଠାରେ ଏକ ସମ୍ୱର୍ଦ୍ଧନା ଉତ୍ସବରେ ଯୋଗ ଦେଇଥିଲେ lଦକ୍ଷିଣ ଓଡିଶା ସାହିତ୍ୟ ସମାଜ ପକ୍ଷରୁ ଆୟୋଜିତ ଏହି ସମ୍ୱର୍ଦ୍ଧନା ସଭାରେ ଭାରତୀୟ ଜନତା ଯୁବମୋର୍ଚ୍ଚାର କର୍ମକର୍ତ୍ତା ମାନେ ସ୍ଥାନୀୟ ହେଲିପେଡରୁ ଟାଉନହଲ ପର୍ଯ୍ୟନ୍ତ ରାଜ୍ୟପାଳଙ୍କୁ ପାଛୋଟି ନେଇଥିଲେ lପରେ ଏକ ବିରାଟ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେl
Post a Comment