ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ ମିଶ୍ର ଦେଲେ ଇସ୍ତଫା

 

ଭୁବନେଶ୍ବର(Star Odisha): ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର ଇସ୍ତଫା ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ଜୁନ୍ ୪ ତାରିଖ ଅପରାହ୍ନରୁ ଶ୍ରୀ ମିଶ୍ରଙ୍କ ଇସ୍ତଫା ଗ୍ରହଣ କରାଯାଇଛି। ୨୦୨୨ରେ ଭାରତୀୟ ରେଳ ସେବାରୁ ଇସ୍ତଫା ଦେବା ପରେ ମନୋଜଙ୍କୁ ବିଜେଡି ସରକାର ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରମୁଖ ସଚିବ ଭାବେ ଚୁକ୍ତିଭିତ୍ତିକ ଭାବେ ନିଯୁକ୍ତି ଦେଇଥିଲେ।

0/Post a Comment/Comments