ଏଣିକି ଓଡିଶା ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବେ ନାହିଁ...
ସୂଚନାଯୋଗ୍ୟ ଯେ, ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବୀ ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।
#odisha #visaservice #Bhubaneswar #Globalvisaservicecenter

Post a Comment